Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:55 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; “ଅବ୍‍ନର, ଏ ଯୁବା କାହାର ପୁଅ?” ଅବ୍‍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ; ଅବ୍ନର, ଏ ଯୁବା କାହାର ପୁଅ? ଅବ୍ନର କହିଲା, ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; ଅବ୍‍ନର, ଏ ଯୁବା କାହାର ପୁଅ ? ଅବ୍‍ନର କହିଲା, ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।

Gade chapit la Kopi

ପବିତ୍ର ବାଇବଲ

55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅ‌‌ବ୍‌‌ନରକୁ କହିଲେ, “ଅ‌‌ବ୍‌‌ନର ଏ ଯୁବକ କାହାର ପୁତ୍ର?” ଅ‌‌ବ୍‌‌ନର କହିଲା, “ହେ ମହାରାଜ ଆପଣଙ୍କ ଜୀବନ ପ୍ରମାଣେ ମୁଁ କହି ପାରିବି ନାହିଁ।”

Gade chapit la Kopi




1 ଶାମୁୟେଲ 17:55
9 Referans Kwoze  

ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।”


ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।


ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, “ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।”


ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।


ତହିଁରେ ରାଜା କହିଲେ, “ପଚାର, ଏ ଭେଣ୍ଡିଆଟି କାହାର ପୁଅ?”


ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍‍ର ପୁତ୍ର ଅବ୍‍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।


ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।


ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍‍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍‍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍‍ର ପୁତ୍ର।


Swiv nou:

Piblisite


Piblisite