1 ଶାମୁୟେଲ 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା। Gade chapit laପବିତ୍ର ବାଇବଲ1 ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରି ସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃଢ଼ ବନ୍ଧୁତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲେ। Gade chapit la |
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”
ଏଥିପାଇଁ କʼଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋʼ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ?”