Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ

15 ଶାଉଲ ଦେଖିଲେ ଦାଉଦ ସବୁ କ୍ଷେତ୍ରରେ ବିଜୟୀ ହେଉଛନ୍ତି। ତେଣୁ ଶାଉଲ ଦାଉଦଙ୍କୁ ଭୟ କରିବାକୁ ଲାଗିଲେ।

Gade chapit la Kopi




1 ଶାମୁୟେଲ 18:15
8 Referans Kwoze  

କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।


ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।


ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।


ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।


ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।


ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ।


Swiv nou:

Piblisite


Piblisite