Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍‍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍‍ ଦତ୍ତ ହୋଇଥା’ନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

19 ତେଣୁ ଦାଉଦ ମେର‌‌ବ୍‌‌କୁ ବିବାହ କରିବା ପାଇଁ ସମୟ ଆସନ୍ତେ, ଶାଉଲ, ମହୋଲାତୀୟ ଅଦ୍ରୀୟେଲ ସହିତ ମେର‌‌ବ୍‌‌ର ବିବାହ କରିଦେଲେ।

Gade chapit la Kopi




1 ଶାମୁୟେଲ 18:19
5 Referans Kwoze  

ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ


ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।


ମାତ୍ର ଶାମ୍‍ଶୋନ୍‍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।


ଆଉ ନିମ୍‍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍‍-ମହୋଲା ନିବାସୀ ଶାଫଟ୍‍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍‍ବକ୍ତା କରି ଅଭିଷେକ କର।


ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।


Swiv nou:

Piblisite


Piblisite