1 ଶାମୁୟେଲ 18:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେ କଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେକଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା। Gade chapit laଓଡିଆ ବାଇବେଲ20 ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେକଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା। Gade chapit laପବିତ୍ର ବାଇବଲ20 ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା ଓ ଲୋକମାନେ ଶାଉଲଙ୍କୁ ଏ କଥା କୁହନ୍ତେ, ମୀଖଲ ଯେ ଦାଉଦଙ୍କୁ ପ୍ରେମ କରୁଛି ଶାଉଲ ଏ କଥା ଶୁଣି ଖୁସୀ ହେଲେ। Gade chapit la |