Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ।

Gade chapit la Kopi

ଓଡିଆ ବାଇବେଲ

24 ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ।

Gade chapit la Kopi

ପବିତ୍ର ବାଇବଲ

24 ଶାଉଲର ଦାସମାନେ ଦାଉଦ କ’ଣ କହିଲା ତାହା ଶାଉଲଙ୍କୁ କହିଲେ।

Gade chapit la Kopi




1 ଶାମୁୟେଲ 18:24
2 Referans Kwoze  

ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, “ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।”


ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।


Swiv nou:

Piblisite


Piblisite