Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତହିଁରେ ଶାଉଲ କହିଲେ, ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟ-ମାନଙ୍କର ଶହେ ସୁନ୍ନତ ଚର୍ମ୍ମ ଚାହାନ୍ତି। ପଲେଷ୍ଟୀୟମାନଙ୍କ ହସ୍ତ ଦ୍ଵାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।

Gade chapit la Kopi

ଓଡିଆ ବାଇବେଲ

25 ତହିଁରେ ଶାଉଲ କହିଲେ, ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ୍ମ ଚାହାନ୍ତି। ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।

Gade chapit la Kopi

ପବିତ୍ର ବାଇବଲ

25 ଶାଉଲ ସେମାନଙ୍କୁ କହିଲେ, “ତୁମ୍ଭେ ଦାଉଦଙ୍କୁ ଏ କଥା କୁହ, ‘ରାଜା ଗ୍ଭହାନ୍ତି ନାହିଁ ତୁମ୍ଭେ ତାଙ୍କର ଝିଅ ପାଇଁ ଅର୍ଥ ଦିଅ, ସେ ପଲେଷ୍ଟୀୟମାନଙ୍କଠାରୁ ପ୍ରତିଶୋଧ ନେବାକୁ ଗ୍ଭହାନ୍ତି ଏବଂ ସେ ପଲେଷ୍ଟୀୟମାନଙ୍କର 100 ସୁନ୍ନତ ଚର୍ମ ଗ୍ଭହାନ୍ତି।’” ପଲେଷ୍ଟୀୟମାନଙ୍କ ଦ୍ୱାରା ଦାଉଦଙ୍କୁ ନିପାତ କରିବା ପାଇଁ ଶାଉଲଙ୍କର ବିଗ୍ଭର ଥିଲା।

Gade chapit la Kopi




1 ଶାମୁୟେଲ 18:25
13 Referans Kwoze  

ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍‍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।”


ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।


ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।”


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”


ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍‍-ପର୍ବତ ନିକଟରେ ଇସ୍ରାଏଲ-ସନ୍ତାନଗଣର ସୁନ୍ନତ କରାଇଲେ।


ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”


ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ।


ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”


ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।


Swiv nou:

Piblisite


Piblisite