Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା।

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା।

Gade chapit la Kopi

ପବିତ୍ର ବାଇବଲ

26 ଶାଉଲଙ୍କର ଦାସମାନେ ଦାଉଦଙ୍କୁ ଏପରି ଶୁଣାନ୍ତେ ଦାଉଦ ରାଜି ହୋଇଗଲେ। ଦାଉଦ ବହୁତ ଖୁସୀ ହେଲେ ଯେ ତାଙ୍କୁ ଏକ ରାଜାଙ୍କର ଜ୍ୱାଇଁ ହେବା ପାଇଁ ସୁଯୋଗ ମିଳିଛି। ତେଣୁ ସେ ହଠାତ୍ ଯଥାକାର୍ଯ୍ୟ କଲା।

Gade chapit la Kopi




1 ଶାମୁୟେଲ 18:26
2 Referans Kwoze  

ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଆଜି ଦ୍ୱିତୀୟ ଥର ମୋର ଜୁଆଁଇ ହେବ।”


ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏହି ସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏହି ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏହି ସ୍ଥାନରୁ ନେଇଯାଅ;


Swiv nou:

Piblisite


Piblisite