Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।

Gade chapit la Kopi

ଓଡିଆ ବାଇବେଲ

12 ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।

Gade chapit la Kopi

ପବିତ୍ର ବାଇବଲ

12 ତା'ପରେ ମୀଖଲ ଦାଉଦଙ୍କୁ ଏକ ଝରକା ଦେଇ ବାହାରକୁ ପଠାଇ ଦେଲା। ଦାଉଦ ରକ୍ଷା ପାଇଗଲେ ଏବଂ ଦୌଡ଼ି ପଳାଇ ଗଲେ।

Gade chapit la Kopi




1 ଶାମୁୟେଲ 19:12
6 Referans Kwoze  

ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗରର ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।


ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।


ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,


ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍‍ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରିଗଲେ।


Swiv nou:

Piblisite


Piblisite