Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ଦୂତମାନେ ଭିତରେ ଯାʼନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।

Gade chapit la Kopi

ପବିତ୍ର ବାଇବଲ

16 ଯେତେବେଳେ ଦୂତମାନେ ଗୃହ ଭିତରକୁ ଯାଇ ଦେଖନ୍ତେ, ସେମାନେ ଶଯ୍ୟା ଉପରେ ପ୍ରତିମୂର୍ତ୍ତି ଦେବତା ଦେଖିଲେ ଓ ତହିଁର ମସ୍ତକର ଛାଗ ଲୋମ ନିର୍ମିତ କମ୍ବଳ ଅଛି।

Gade chapit la Kopi




1 ଶାମୁୟେଲ 19:16
3 Referans Kwoze  

ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।


ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”


ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”


Swiv nou:

Piblisite


Piblisite