1 ଶାମୁୟେଲ 19:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’” Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଣୁ ଶାଉଲ ମୀଖଲକୁ କହିଲେ, ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା? ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, ସେ ମୋତେ କହିଲେ, ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି? Gade chapit laଓଡିଆ ବାଇବେଲ17 ଏଣୁ ଶାଉଲ ମୀଖଲକୁ କହିଲେ, ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋ’ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା ? ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, ସେ ମୋତେ କହିଲେ, ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି ? Gade chapit laପବିତ୍ର ବାଇବଲ17 ଶାଉଲ ମୀଖଲକୁ କହିଲେ, “ଏପରି କରି ତୁମ୍ଭେ କାହିଁକି ମୋତେ ପ୍ରବଞ୍ଚନା କଲ? ମୋ’ ଶତ୍ରୁକୁ କାହିଁକି ତୁମ୍ଭେ ଖସିଯିବାକୁ ଦେଲେ।” ମୀଖଲ ଶାଉଲକୁ ଉତ୍ତର ଦେଇ କହିଲା, “ସେ ମୋତେ କହିଲେ ମୋତେ ଛାଡ଼ିଦିଅ, ତା’ ନ ହେଲେ ମୁଁ ତୁମ୍ଭକୁ ବଧ କରିବି?” Gade chapit la |
ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, “ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ।” ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।