Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାʼନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।

Gade chapit la Kopi

ଓଡିଆ ବାଇବେଲ

21 ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

Gade chapit la Kopi

ପବିତ୍ର ବାଇବଲ

21 ଏହିକଥା ଶାଉଲଙ୍କୁ ଜଣାଇ ଦିଆଯା’ନ୍ତେ ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ, ଶାଉଲ ପୁନର୍ବାର ତୃତୀୟ ଥର ପାଇଁ ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ।

Gade chapit la Kopi




1 ଶାମୁୟେଲ 19:21
6 Referans Kwoze  

ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?


ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।


ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍‍ବକ୍ତା ଦଳକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”


Swiv nou:

Piblisite


Piblisite