1 ଶାମୁୟେଲ 19:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)22 ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି ସେ ପଚାରି କହିଲେ, ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି? ଏଥିରେ ଜଣେ କହିଲା, ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି। Gade chapit laଓଡିଆ ବାଇବେଲ22 ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି ? ଏଥିରେ ଜଣେ କହିଲା, ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି। Gade chapit laପବିତ୍ର ବାଇବଲ22 ଶେଷରେ ଶାଉଲ ନିଜେ ରାମାକୁ ଗଲେ ଓ ସେଠାରେ ଥିବା ବୃହତ କୂପ ନିକଟରେ ଉପସ୍ଥିତ ହେଲେ, ପୁଣି ସେ ପଗ୍ଭରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଜଣେ କହିଲା, “ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।” Gade chapit la |