1 ଶାମୁୟେଲ 19:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ଵରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। Gade chapit laଓଡିଆ ବାଇବେଲ23 ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। Gade chapit laପବିତ୍ର ବାଇବଲ23 ତେଣୁ ଶାଉଲ ରାମା ନିକଟସ୍ଥ ନାୟୋତକୁ ଗଲେ। ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ଆସନ୍ତେ ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ। Gade chapit la |