1 ଶାମୁୟେଲ 19:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?” Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ଦିନଯାକ ଓ ରାତ୍ରିଯାକ ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ? Gade chapit laଓଡିଆ ବାଇବେଲ24 ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ ? Gade chapit laପବିତ୍ର ବାଇବଲ24 ତା'ପରେ ଶାଉଲ ନିଜର ବସ୍ତ୍ର ଉତ୍ତାରିଲେ ଓ ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ। ସେ ସେହି ଦିନଯାକ ଏବଂ ରାତ୍ରି ତମାମ ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ବି କ’ଣ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?” Gade chapit la |