Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, “ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ଶାଉଲ ଯୋନାଥନର କଥା ଶୁଣିଲେ ଓ ପ୍ରତିଜ୍ଞା କଲେ। ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମରିବ ନାହିଁ।”

Gade chapit la Kopi




1 ଶାମୁୟେଲ 19:6
9 Referans Kwoze  

ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।


ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।


ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।”


କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ।” ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ।


କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”


ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।


ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।


Swiv nou:

Piblisite


Piblisite