Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।

Gade chapit la Kopi

ପବିତ୍ର ବାଇବଲ

8 ପୁନର୍ବାର ଯୁଦ୍ଧ ହେଲା ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କଲେ, ସେ ଏତେ ଜୋ‌ର୍‌ରେ ଆଘାତ କଲେ ଯେ, ପଲେଷ୍ଟୀୟମାନେ ଭୟରେ ଦୌଡ଼ି ପଳାଇଲେ।

Gade chapit la Kopi




1 ଶାମୁୟେଲ 19:8
8 Referans Kwoze  

ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।


ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।


ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,


ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।


ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା।


ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।


ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।


Swiv nou:

Piblisite


Piblisite