1 ଶାମୁୟେଲ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ଵର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ। Gade chapit laଓଡିଆ ବାଇବେଲ10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ। Gade chapit laପବିତ୍ର ବାଇବଲ10 ଯେଉଁମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ସହିତ ପ୍ରତିବାଦ କରନ୍ତି, ସେମାନେ ଭଗ୍ନ ହେବେ। ସଦାପ୍ରଭୁ ସ୍ୱର୍ଗରେ ଥାଇ ସେହି ଲୋକମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ। ଏବଂ ସଦାପ୍ରଭୁ ପୃଥିବୀର ସମସ୍ତ ଲୋକମାନଙ୍କର ବିଗ୍ଭର କରିବେ ଓ ସେ ଆପଣା ରାଜାକୁ ବଳ ଦେବେ। ସେ ତାଙ୍କର ଅଭିଷିକ୍ତ ରାଜାଙ୍କୁ ଉନ୍ନତ କରିବେ।” Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”