Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;

Gade chapit la Kopi

ଓଡିଆ ବାଇବେଲ

13 ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;

Gade chapit la Kopi

ପବିତ୍ର ବାଇବଲ

13 ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରିବା ଉଚିତ୍। ଯେତେବେଳେ କେହି ଜଣେ ବଳିଦାନ କଲେ ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୁଳ ଧରି ଆସେ।

Gade chapit la Kopi




1 ଶାମୁୟେଲ 2:13
5 Referans Kwoze  

ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।


ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।


ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ?’


ପୁଣି, ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।”


Swiv nou:

Piblisite


Piblisite