Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଏଲି ଇଲ୍‍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, “ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ଏଲି ଇଲ୍‍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ଏଲି ଇଲ୍‍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

20 ପୁଣି ଏଲି ଇ‌ଲ୍‌କାନାକୁ ଓ ତା'ର ସ୍ତ୍ରୀକୁ ଆଶୀର୍ବାଦ କଲେ ଏବଂ କହିଲେ, “ସଦାପ୍ରଭୁଙ୍କର ଏହି ସ୍ତ୍ରୀଲୋକ ପ୍ରତି ଗୋଟିଏ ପିଲା ପାଇଁ ଆଶୀର୍ବାଦ ହେଉ, ହନାହାବ ପୁତ୍ର ପ୍ରାର୍ଥନା କରୁଥିବା ସ୍ଥାନକୁ ନିଆ ହେଉ ଏବଂ ତା'ପରେ ସଦାପ୍ରଭୁଙ୍କୁ ଦେଲେ।” ଏହା ପରେ ସେମାନେ ଆପଣା ଗୃହକୁ ଫେରିଗଲେ।

Gade chapit la Kopi




1 ଶାମୁୟେଲ 2:20
9 Referans Kwoze  

ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,


ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”


ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।


ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”


ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ;


ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।


Swiv nou:

Piblisite


Piblisite