1 ଶାମୁୟେଲ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଏଲି ଅତି ବୃଦ୍ଧ ହେଲେ; ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ। Gade chapit laଓଡିଆ ବାଇବେଲ22 ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ। Gade chapit laପବିତ୍ର ବାଇବଲ22 ଏଲି ଅତି ବୃଦ୍ଧ ହେଲେ। ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲକୁ ଯାହା ଯାହା କଲେ ଓ ଯିଏ କି ସମାଗମ-ତମ୍ବୁର ପ୍ରବେଶ ନିକଟରେ ସେବା କାରୀଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ତାଙ୍କ ଦ୍ୱାରା ଶୁଣା ହେଲା। Gade chapit la |
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।