1 ଶାମୁୟେଲ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ। Gade chapit laଓଡିଆ ବାଇବେଲ26 ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ। Gade chapit laପବିତ୍ର ବାଇବଲ26 କିନ୍ତୁ ବାଳକ ଶାମୁୟେଲ କ୍ରମେ କ୍ରମେ ବଡ଼ ହେଲା ଆଉ ପରମେଶ୍ୱରଙ୍କର ଓ ଲୋକମାନଙ୍କର ଅନୁଗ୍ରହ ପାତ୍ର ହେଲା। Gade chapit la |