1 ଶାମୁୟେଲ 2:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)35 ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ଵସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ। Gade chapit laଓଡିଆ ବାଇବେଲ35 ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ। Gade chapit laପବିତ୍ର ବାଇବଲ35 ପୁଣି ମୁଁ ମୋ’ ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବି ଯିଏ ମୋ’ ମନ ଓ ମୋ’ ହୃଦୟ ଅନୁସାରେ କର୍ମ କରିବ। ଆଉ ମୁଁ ତାହାର ଗୃହ ପ୍ରତିଷ୍ଠା କରିବି ଏବଂ ସେ ମୋର ମନୋନୀତ ରାଜାଙ୍କ ସମ୍ମୁଖରେ ସର୍ବଦା ସେବା କରିବ। Gade chapit la |
କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”