Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି?

Gade chapit la Kopi

ଓଡିଆ ବାଇବେଲ

12 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି ?

Gade chapit la Kopi

ପବିତ୍ର ବାଇବଲ

12 ଯୋନାଥନ ଦାଉଦଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ପ୍ରତିଜ୍ଞା କରୁଅଛି, ମୁଁ ମୋର ବାପାଙ୍କଠାରୁ କାଲି ବୁଝିବି। ତାଙ୍କର ଧାରଣା ତୁମ୍ଭ ସମ୍ବନ୍ଧରେ ଭଲ କି ତିକ୍ତ, ତା'ପରେ ତୃତୀୟ ଦିନ ମୁଁ ତୁମ୍ଭ ପାଖକୁ କ୍ଷେତକୁ ନିଶ୍ଚିତ ଖବର ପଠାଇବି।

Gade chapit la Kopi




1 ଶାମୁୟେଲ 20:12
10 Referans Kwoze  

ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।


ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।


ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?


“ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;


ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, “ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ।” ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ।


ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।


ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।


ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍‍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।


Swiv nou:

Piblisite


Piblisite