1 ଶାମୁୟେଲ 20:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଯୋନାଥନ ତାଙ୍କୁ କହିଲା, “କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ। Gade chapit laଓଡିଆ ବାଇବେଲ18 ପୁଣି, ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ। Gade chapit laପବିତ୍ର ବାଇବଲ18 ଯୋନାଥନ ଦାଉଦଙ୍କୁ କହିଲେ, “ଆସନ୍ତାକାଲି ଅମାବାସ୍ୟା। ତୁମ୍ଭର ଆସନ ଖାଲି ହେଲେ ମୋ’ ବାପା ତୁମ୍ଭକୁ ଖୋଜିବେ। Gade chapit la |