Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ୱକୁ ତିନି ତୀର ମାରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ଵକୁ ତିନି ତୀର ମାରିବି।

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ୱକୁ ତିନି ତୀର ମାରିବି।

Gade chapit la Kopi

ପବିତ୍ର ବାଇବଲ

20 ତୃତୀୟ ଦିନ ମୁଁ ସେହି ପର୍ବତପାଖକୁ ଯିବି ଏବଂ ମୁଁ ଅଭିନୟ କରିବି ଯେପରି ମୁଁ ଲକ୍ଷ୍ୟକରି ତୀର ମାରିବି।

Gade chapit la Kopi




1 ଶାମୁୟେଲ 20:20
3 Referans Kwoze  

ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।


ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ‘ଯାଇ ତୀର ଖୋଜ।’ ମୁଁ ଯେବେ ସେହି ବାଳକକୁ କହେ, ‘ଦେଖ, ତୀର ତୁମ୍ଭ ଏପାଖରେ ଅଛି,’ ତାହା ନେଇଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।


ପୁଣି, ସେ ଆପଣା ବାଳକକୁ କହିଲା, “ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ିଯାଇ ଖୋଜ।” ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।


Swiv nou:

Piblisite


Piblisite