Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ‘ଯାଇ ତୀର ଖୋଜ।’ ମୁଁ ଯେବେ ସେହି ବାଳକକୁ କହେ, ‘ଦେଖ, ତୀର ତୁମ୍ଭ ଏପାଖରେ ଅଛି,’ ତାହା ନେଇଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ। ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ। ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ

21 ତା'ପରେ ମୁଁ ସେ ପିଲାକୁ ତୀରଗୁଡ଼ିକ ସାଉଁଟି ଆଣିବା ପାଇଁ କହିବି। ଯଦି ସବୁକଥା ଭଲ ଥାଏ, ତେବେ ମୁଁ ସେ ପିଲାକୁ କହିବି, ‘ତୁମ୍ଭେ ବହୁତ ଦୂରକୁ ଯାଇଅଛ ତୀରଗୁଡ଼ିକ ମୋ’ ପାଖାପାଖି ଅଛି। ଫେରି ଆସ ଏବଂ ସେଗୁଡ଼ିକ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେଠାରୁ ବାହାରି ଆସିବ। ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ତୁମ୍ଭେ ନିରାପଦ, ତୁମ୍ଭ ଉପରେ ବିପଦ ନାହିଁ।

Gade chapit la Kopi




1 ଶାମୁୟେଲ 20:21
7 Referans Kwoze  

ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ‘ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ’ ଓ ବେର୍‍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”


ଆଉ, ସେମାନେ ଯେପରି ବାଲ୍‍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।


ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।


ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”


ପୁଣି, ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ୱକୁ ତିନି ତୀର ମାରିବି।


ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲିଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।


ପୁଣି, ସେ ଆପଣା ବାଳକକୁ କହିଲା, “ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ିଯାଇ ଖୋଜ।” ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।


Swiv nou:

Piblisite


Piblisite