Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।

Gade chapit la Kopi

ଓଡିଆ ବାଇବେଲ

24 ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ

24 ତା'ପରେ ଦାଉଦ ନିଜକୁ ଲୁଗ୍ଭଇ ରଖିଲେ। ଅମାବାସ୍ୟା ଭୋଜିଦିନ ରାଜା ଆସିଲେ ଏବଂ ଭୋଜନ ପାଇଁ ବସିଲେ।

Gade chapit la Kopi




1 ଶାମୁୟେଲ 20:24
12 Referans Kwoze  

ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।


ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।


ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।


ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ତହୁଁ ଦାଉଦ ଯୋନାଥନକୁ କହିଲେ, “ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।


ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋʼ ମଧ୍ୟରେ ସାକ୍ଷୀ ରହିଲେ।”


ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍‍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।


Swiv nou:

Piblisite


Piblisite