Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରିଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା।

Gade chapit la Kopi

ଓଡିଆ ବାଇବେଲ

35 ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା।

Gade chapit la Kopi

ପବିତ୍ର ବାଇବଲ

35 ତା’ ପରଦିନ ସକାଳେ ଯୋନାଥନ ସେହି କ୍ଷେତକୁ ଗଲେ। ସେମାନଙ୍କର ଯୋଜନା ଅନୁସାରେ ସେ ଦାଉଦଙ୍କୁ ସାକ୍ଷାତ କରିବାକୁ ଗଲେ। ଯୋନାଥନ ତାଙ୍କ ସହିତ ଏକ ଛୋଟ ବାଳକକୁ ମଧ୍ୟ ନେଲେ।

Gade chapit la Kopi




1 ଶାମୁୟେଲ 20:35
4 Referans Kwoze  

ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।


ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।


ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।


ପୁଣି, ସେ ଆପଣା ବାଳକକୁ କହିଲା, “ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ିଯାଇ ଖୋଜ।” ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।


Swiv nou:

Piblisite


Piblisite