Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, “ତୀର ତୋʼ ସେପାଖରେ ଅଛି ପରା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, ତୀର ତୋʼ ସେପାଖରେ ଅଛି ପରା?

Gade chapit la Kopi

ଓଡିଆ ବାଇବେଲ

37 ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, ତୀର ତୋ’ ସେପାଖରେ ଅଛି ପରା ?

Gade chapit la Kopi

ପବିତ୍ର ବାଇବଲ

37 ବାଳକଟି ତୀର ପଡ଼ିଥିବା ସ୍ଥାନ ପାଖକୁ ଗଲା। କିନ୍ତୁ ଯୋନାଥନ ତାଙ୍କୁ ଡାକିଲେ, “ତୀରଗୁଡ଼ିକ ତୋ’ ଆଗରେ ପଡ଼ିଛି।”

Gade chapit la Kopi




1 ଶାମୁୟେଲ 20:37
2 Referans Kwoze  

ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲିଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।


ଆହୁରି ଯୋନାଥନ ବାଳକକୁ ଡାକି କହିଲା, “ଚଞ୍ଚଳ ଦୌଡ଼୍‍, ରହ ନା।” ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।


Swiv nou:

Piblisite


Piblisite