1 ଶାମୁୟେଲ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ‘ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।’ Gade chapit laପବିତ୍ର ବାଇବଲ (Re-edited) - (BSI)6 ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥ୍ଲିହିମ୍କୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ। Gade chapit laଓଡିଆ ବାଇବେଲ6 ଯେବେ ତୁମ୍ଭ ପିତା ମୋ’ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ। Gade chapit laପବିତ୍ର ବାଇବଲ6 ଯଦି ତୁମ୍ଭର ବାପା ଭୋଜିରେ ମୋର ଅନୁପସ୍ଥିତ ଲକ୍ଷ୍ୟ କରନ୍ତି, ତୁମ୍ଭେ ତାଙ୍କୁ କୁହ, ‘ଦାଉଦ ତା'ର ବୈଥ୍ଲେହମସ୍ଥିତ ତା'ର ପରିବାରର ଗୃହକୁ ଯିବ ବୋଲି, ତାକୁ ଯିବାକୁ ଦେବା ପାଇଁ ଅନୁରୋଧ କଲା। କାରଣ ତାଙ୍କର ପରିବାର ସେଠାରେ ସେମାନଙ୍କର ବାର୍ଷିକ ବଳିଦାନ କରାଯିବ।’ Gade chapit la |