Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍‍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍‍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ୍ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍‍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍‍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି ?

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକୁ ଫେରିଗଲେ। ଦାଉଦ ନୋବକୁ ଗଲେ। ଯାଜକ ଅହୀମେଲକକୁ ଦେଖା କରିବାକୁ ଗଲେ। ଅହୀମେଲକ ଦାଉଦକୁ ଦେଖିବା ପାଇଁ ବାହାରକୁ ଆସିଲେ ଓ ସେ ଭୟରେ ଥରୁଥିଲେ। ଅହୀମେଲକ ଦାଉଦଙ୍କୁ ପଗ୍ଭରିଲେ, “ତୁମ୍ଭେ କାହିଁକି ଏକା ଆସିଛ? ତୁମ୍ଭ ସହିତ ଆଉ କେହି ଆସିଲେ ନାହିଁ କାହିଁକି?”

Gade chapit la Kopi




1 ଶାମୁୟେଲ 21:1
7 Referans Kwoze  

ଅନାଥୋତ୍‍, ନୋବ ଓ ଅନନୀୟାରେ;


ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”


ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।


ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, “ଆପଣଙ୍କ ଆଗମନ କୁଶଳ?”


ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍‍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।


ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।


Swiv nou:

Piblisite


Piblisite