Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 21:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ଼୍‍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ାହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ। ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ। ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।

Gade chapit la Kopi

ପବିତ୍ର ବାଇବଲ

9 ଯାଜକ ଉତ୍ତର ଦେଲେ, “ଏଠାରେ ଗୋଟିଏ ଖଣ୍ତା ଅଛି, ଯାହାକି ପଲେଷ୍ଟୀୟ ଗଲିୟାତର ଅଟେ। ଏହାକୁ ତୁମ୍ଭେ ତାକୁ ଏଲୀୟ ଉପତ୍ୟକାରେ ହତ୍ୟା କରିବା ସମୟରେ ଆଣିଥିଲ। ତାହା ସେ ଏଫୋଦ ପଛରେ ବସ୍ତ୍ର ଗୁଡ଼ା ହୋଇ ରଖା ଯାଇଛି। ଏହାକୁ ତୁମ୍ଭେ ନେଇପାର ଯଦି ତୁମ୍ଭେ ଗ୍ଭହଁ।” ଦାଉଦ ଉତ୍ତର ଦେଲେ, “ଏହାକୁ ମୋତେ ଦିଅ। ଗଲିୟାତର ଖଣ୍ତାପରି ଏପରି ଖଣ୍ତା ଆଉ ନାହିଁ।”

Gade chapit la Kopi




1 ଶାମୁୟେଲ 21:9
6 Referans Kwoze  

ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।


ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।


ପୁଣି, ଦାଉଦ ଅହୀମେଲକ୍‍କୁ କହିଲେ, “ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।”


ପୁଣି, ଅହୀମେଲକ୍‍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।”


Swiv nou:

Piblisite


Piblisite