Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ପାକୁ ପଳାଇଲେ, ପୁଣି ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।

Gade chapit la Kopi

ଓଡିଆ ବାଇବେଲ

1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।

Gade chapit la Kopi

ପବିତ୍ର ବାଇବଲ

1 ଦାଉଦ ଗାଥ୍ ପରିତ୍ୟାଗ କଲେ। ସେ ସେଠାରୁ ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ। ଦାଉଦର ଭାଇମାନେ ଓ ସମ୍ପର୍କୀୟମାନେ ମଧ୍ୟ ଜାଣିଲେ ଯେ ସେ ଅଦୁଲ୍ଲମରେ ଅଛନ୍ତି। ସେମାନେ ସେଠାକୁ ଦାଉଦକୁ ଦେଖା କରିବାକୁ ଗଲେ।

Gade chapit la Kopi




1 ଶାମୁୟେଲ 22:1
13 Referans Kwoze  

ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍‍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।


ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।


ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।


ଲିବ୍‍ନାର ରାଜା, ଏକ; ଅଦୁଲ୍ଲମର ରାଜା, ଏକ;


ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।


କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।


ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା


ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।


ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।


Swiv nou:

Piblisite


Piblisite