1 ଶାମୁୟେଲ 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ରାଜା ଅହୀଟୂବ୍ର ପୁତ୍ର ଅହୀମେଲକ୍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେମାନେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତହୁଁ ରାଜା ଅହୀଟୂବର ପୁତ୍ର ଅହୀମେଲକ୍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ। Gade chapit laଓଡିଆ ବାଇବେଲ11 ତହୁଁ ରାଜା ଅହୀଟୂବର ପୁତ୍ର ଅହୀମେଲକ୍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ। Gade chapit laପବିତ୍ର ବାଇବଲ11 ତେଣୁ ରାଜା ଅହୀଟୂବର ପୁତ୍ର ଅହୀମେଲକ ଯାଜକକୁ ଓ ନୋବ ନିବାସୀ ତା'ର ପିତୃବଂଶିୟ ସମସ୍ତ ଯାଜକକୁ ଡାକିବା ପାଇଁ ଲୋକ ପଠାଇଲେ, ତହିଁରେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ। Gade chapit la |