Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେହି ସମୟରେ ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେହି ସମୟରେ ଅହୀଟୂବର ପୁତ୍ର ଅହୀମେଲକ୍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।

Gade chapit la Kopi

ଓଡିଆ ବାଇବେଲ

20 ସେହି ସମୟରେ ଅହୀଟୂବର ପୁତ୍ର ଅହୀମେଲକ୍‍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।

Gade chapit la Kopi

ପବିତ୍ର ବାଇବଲ

20 କିନ୍ତୁ ଅହୀଟୂବର ପୁତ୍ର ଅହୀମେଲକର ପୁତ୍ରମାନଙ୍କ ମଧ୍ୟରୁ ଅବିୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।

Gade chapit la Kopi




1 ଶାମୁୟେଲ 22:20
15 Referans Kwoze  

ଯେତେବେଳେ ଅହୀମେଲକ୍‍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।


ଏଉତ୍ତାରେ ଦାଉଦ ଅହୀମେଲକ୍‍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।


ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।”


ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”


ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।


ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।


ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;


ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍‍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।


ପୁଣି, ଅବୀୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କରିଅଛି।


ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର ଉପରକୁ ଗଲା।


ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।


ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍‍କୁ ଓ ଅମ୍ମୀନାଦବକୁ ଡାକି କହିଲେ,


ପୁଣି, ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।


Swiv nou:

Piblisite


Piblisite