Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍‍ ଉତ୍ତର ଦେଇ କହିଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ ନିକଟକୁ ଯିବାର ଦେଖିଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି।

Gade chapit la Kopi

ଓଡିଆ ବାଇବେଲ

9 ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍‍ ଉତ୍ତର ଦେଇ କହିଲା, ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍‍ ନିକଟକୁ ଯିବାର ଦେଖିଥିଲି।

Gade chapit la Kopi

ପବିତ୍ର ବାଇବଲ

9 ଶାଉଲଙ୍କର ଦାସ ନିକଟରେ ଛିଡ଼ା ହୋଇଥିବା ଇଦୋମୀୟ ଦୋୟେଗ ଉତ୍ତର ଦେଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି।

Gade chapit la Kopi




1 ଶାମୁୟେଲ 22:9
8 Referans Kwoze  

ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।


ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।


ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।


ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍‍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।


ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।


Swiv nou:

Piblisite


Piblisite