Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, “ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।

Gade chapit la Kopi

ଓଡିଆ ବାଇବେଲ

10 ତେବେ ଦାଉଦ କହିଲେ, ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋ’ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ମୁଁ ଶୁଣିବାକୁ ପାଇଲି ଯେ, ଶାଉଲ ମୋ’ ପାଇଁ କିୟୀଲାକୁ ଧ୍ୱଂସ କରିବାର ଯୋଜନା ପ୍ରସ୍ତୁତ କରିଛି।

Gade chapit la Kopi




1 ଶାମୁୟେଲ 23:10
8 Referans Kwoze  

ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।


ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍‍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍‍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,


ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।


ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।


ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?


ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।”


କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ।” ତହିଁରେ ସଦାପ୍ରଭୁ କହିଲେ, “ସେ ଆସିବ।”


Swiv nou:

Piblisite


Piblisite