1 ଶାମୁୟେଲ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ। Gade chapit laଓଡିଆ ବାଇବେଲ12 ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋ’ ଲୋକମାନଙ୍କୁ କ’ଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ। Gade chapit laପବିତ୍ର ବାଇବଲ12 ଆଉଥରେ ଦାଉଦ ପଗ୍ଭରିଲେ, “କିୟୀଲାର ଲୋକମାନେ କ’ଣ ମୋତେ ଓ ମୋର ଲୋକମାନଙ୍କୁ ତାଙ୍କ ହସ୍ତରେ ଧରାଇ ଦେବେ?” ସଦାପ୍ରଭୁ ଉତ୍ତର ଦେଲେ, “ହଁ ସେମାନେ କରିବେ।” Gade chapit la |