Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ଵିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।

Gade chapit la Kopi

ପବିତ୍ର ବାଇବଲ

17 ଯୋନାଥନ ଦାଉଦଙ୍କୁ କହିଲେ, “ଭୟ କର ନାହିଁ। ମୋର ପିତା ତୁମ୍ଭକୁ ମାରି ପାରିବେ ନାହିଁ। ତୁମ୍ଭେ ଇସ୍ରାଏଲର ରାଜା ହେବ। ଏବଂ ମୁଁ ତୁମ୍ଭର ଦ୍ୱିତୀୟ ହେବି। ଏହା ମଧ୍ୟ ମୋର ବାପା ଶାଉଲ ଜାଣନ୍ତି।”

Gade chapit la Kopi




1 ଶାମୁୟେଲ 23:17
24 Referans Kwoze  

କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।”


ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।


ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”


ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।


ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।


ମୁଁ ସ୍ପେନ ଦେଶକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି।


କିନ୍ତୁ ଯଦି ତାହା ଈଶ୍ବରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।


“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।


ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।


ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।


ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।


ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।


ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?


ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।”


ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋʼ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋʼ ନାମ ଲୋପ କରିବ ନାହିଁ।”


ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,


ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।


ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”


Swiv nou:

Piblisite


Piblisite