Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହିଣନାହିଁ?

Gade chapit la Kopi

ଓଡିଆ ବାଇବେଲ

19 ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ ?

Gade chapit la Kopi

ପବିତ୍ର ବାଇବଲ

19 ଏହା ପରେ ସୀଫୀୟ ଲୋକମାନେ ଗିବିୟାକୁ ଶାଉଲଙ୍କ ପାଖକୁ ଆସି କହିଲେ, “ଦାଉଦ ଆମ୍ଭମାନଙ୍କ ଅଞ୍ଚଳରେ ଦକ୍ଷିଣ ଦିଗରେ ହଖୀଲା ପର୍ବତର ହୋରେଶର ସୁରକ୍ଷା ସ୍ଥାନ କିଲ୍ଲାରେ ଲୁଚି ରହିଅଛି।

Gade chapit la Kopi




1 ଶାମୁୟେଲ 23:19
6 Referans Kwoze  

ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, “ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।”


ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।


ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।


ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।


Swiv nou:

Piblisite


Piblisite