Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।

Gade chapit la Kopi

ଓଡିଆ ବାଇବେଲ

20 ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।

Gade chapit la Kopi

ପବିତ୍ର ବାଇବଲ

20 ମହାରାଜ, ବର୍ତ୍ତମାନ ଆପଣ ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ ରାଜାଙ୍କ ହସ୍ତ ଦାଉଦଙ୍କୁ ସମର୍ପଣ କରିବା ଦାୟିତ୍ୱ ଆମ୍ଭର।”

Gade chapit la Kopi




1 ଶାମୁୟେଲ 23:20
11 Referans Kwoze  

ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।”


ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।


ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।


ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।


କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା]


ଏଉତ୍ତାରେ ଅବ୍‍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍‍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।


ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗର-ଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,


ତହୁଁ ଶାଉଲ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋʼ ପ୍ରତି କୃପା କଲ।


ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମ-ସ୍ଥାନ ଲୁଟ କର ନାହିଁ।


Swiv nou:

Piblisite


Piblisite