1 ଶାମୁୟେଲ 23:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ। Gade chapit laଓଡିଆ ବାଇବେଲ25 ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ। Gade chapit laପବିତ୍ର ବାଇବଲ25 ଶାଉଲ ଓ ତାଙ୍କର ଲୋକମାନେ ତାହାଙ୍କୁ ଖୋଜିବା ପାଇଁ ଗଲେ। ମାତ୍ର ଲୋକମାନେ ଦାଉଦଙ୍କୁ ଏ କଥା ଜଣାନ୍ତେ ସେ, ଯାହାକୁ କୁହାଯାଏ “ଶୈଳ” ତଳକୁ ଓହ୍ଲାଇ ଆସି ମାୟୋନ୍ ମରୁଭୂମିରେ ରହିଲେ। ଏହା ପରେ ଶାଉଲ ତାହା ଶୁଣି ମାୟୋନ୍ ମରୁଭୂମିରେ ଦାଉଦଙ୍କୁ ଖୋଜିବାକୁ ଗଲେ। Gade chapit la |