1 ଶାମୁୟେଲ 23:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ପୁଣି ଶାଉଲ ପର୍ବତର ଏକ ପାର୍ଶ୍ଵକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ଵକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ । Gade chapit laଓଡିଆ ବାଇବେଲ26 ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ। Gade chapit laପବିତ୍ର ବାଇବଲ26 ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ ଓ ଦାଉଦ ତାଙ୍କର ଲୋକମାନେ ସେହି ପର୍ବତର ଅନ୍ୟ ଏକ ପାଖକୁ ଗଲେ। ତେଣୁ ଦାଉଦ ଶାଉଲଙ୍କ ଭୟରୁ ଶୀଘ୍ର ଦୌଡ଼ି ପଳାଇଲେ, କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଧରିବା ନିମନ୍ତେ ପର୍ବତର ଚତୁର୍ପାର୍ଶ୍ୱରେ ଘେରି ଯାଇଥିଲେ। Gade chapit la |