Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍‍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍‍ (ବିଭାଗକାରୀ ଶୈଳ) ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍ (ବିଭାଗକାରୀ ଶୈଳ) ରଖିଲେ।

Gade chapit la Kopi

ଓଡିଆ ବାଇବେଲ

28 ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍‍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍‍ (ବିଭାଗକାରୀ ଶୈଳ) ରଖିଲେ।

Gade chapit la Kopi

ପବିତ୍ର ବାଇବଲ

28 ତେଣୁ ଶାଉଲ ଦାଉଦଙ୍କ ପଶ୍ଚାତ ଗୋଡ଼ାଇବାକୁ ଛାଡ଼ି ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ଗଲେ। ତେଣୁ ସେମାନେ ସେହି ସ୍ଥାନର ନାମ “ପିଛିଳ ଶୈଳ” ନାମ ଦେଲେ।

Gade chapit la Kopi




1 ଶାମୁୟେଲ 23:28
6 Referans Kwoze  

ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।”


ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।


ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।


ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍‍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍‍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।


ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନ୍ୟ ଛାଗର ଶୈଳ ସବୁରେ ଖୋଜିବାକୁ ଗଲେ।


ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।


Swiv nou:

Piblisite


Piblisite