1 ଶାମୁୟେଲ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ। Gade chapit laଓଡିଆ ବାଇବେଲ5 ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ। Gade chapit laପବିତ୍ର ବାଇବଲ5 ତେଣୁ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଗଲେ, ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରି ତାଙ୍କୁ ପରାସ୍ତ କଲେ ଓ ସେମାନଙ୍କର ପଶୁମାନଙ୍କୁ ନେଇଗଲେ। ଏହିପରି ଭାବରେ ଦାଉଦ କିୟୀଲାର ଲୋକମାନଙ୍କୁ ରକ୍ଷା କଲେ। Gade chapit la |