Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।

Gade chapit la Kopi

ପବିତ୍ର ବାଇବଲ

8 ଶାଉଲ ତାଙ୍କର ସମସ୍ତ ସୈନ୍ୟମାନଙ୍କୁ ଏକତ୍ରିତ ହେବା ପାଇଁ ଆଦେଶ ଦେଲେ। ଏବଂ ସେମାନେ କିୟୀଲାରେ ଯାଇ ଦାଉଦ ଓ ତା'ର ଲୋକମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ହେଲେ।

Gade chapit la Kopi




1 ଶାମୁୟେଲ 23:8
4 Referans Kwoze  

ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, “ପରମେଶ୍ୱର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।”


ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।”


ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।”


ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, “ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।


Swiv nou:

Piblisite


Piblisite