1 ଶାମୁୟେଲ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ପା ମଧ୍ୟରେ କିରୂପେ ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ। Gade chapit laଓଡିଆ ବାଇବେଲ10 ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ। Gade chapit laପବିତ୍ର ବାଇବଲ10 ମୁଁ ଗ୍ଭହିଁ ନ ଥିଲି ତୁମ୍ଭକୁ ମାରିବା ପାଇଁ। ତୁମ୍ଭେ ତୁମ୍ଭର ସ୍ୱଚକ୍ଷୁରେ ଦେଖିଲ। ସଦାପ୍ରଭୁ ତୁମ୍ଭକୁ ଆଜି ଗୁମ୍ଫା ଭିତରେ ମାରିବା ପାଇଁ ସୁଯୋଗ ଦେଇଥିଲେ। କିନ୍ତୁ ମୁଁ ତୁମ୍ଭକୁ ମାରିବାକୁ ଇଚ୍ଛା କଲି ନାହିଁ। ମୋର ତୁମ୍ଭ ପ୍ରତି ଦୟା ଆସିଲା। ମୁଁ କହିଲି, ‘ମୁଁ ମୋର ପ୍ରଭୁଙ୍କୁ ମାରିବି ନାହିଁ। ଶାଉଲ ହେଉଛନ୍ତି ସଦାପ୍ରଭୁଙ୍କଦ୍ୱାରା ବଛା ଯାଇଥିବା ରାଜା।’ Gade chapit la |