1 ଶାମୁୟେଲ 24:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗାଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ଵେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ। Gade chapit laଓଡିଆ ବାଇବେଲ11 ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋ’ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋ’ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ। Gade chapit laପବିତ୍ର ବାଇବଲ11 ଦେଖ, ମୋ’ ହାତରେ ଥିବା ଲୁଗା ଖଣ୍ଡକୁ। ମୁଁ ଏହାକୁ ତୁମ୍ଭ ଲୁଗା ଧଡ଼ିରୁ କାଟିଅଛି। ମୁଁ ତୁମ୍ଭକୁ ମାରି ପାରିଥା’ନ୍ତି କିନ୍ତୁ ମୁଁ ମାରି ନାହିଁ। ମୁଁ ତୁମ୍ଭକୁ ବର୍ତ୍ତମାନ ବୁଝିବାକୁ ଦେଉଛି। ମୁଁ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁଛି ଯେ ମୁଁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନ ଥିଲି। ମୁଁ ତୁମ୍ଭ ପ୍ରତି କେବେ ଅନ୍ୟାୟ କରି ନାହିଁ। କିନ୍ତୁ ତୁମ୍ଭେ ମୋତେ ଆଘାତ କରିଅଛ ଏବଂ ମାରିବାକୁ ମଧ୍ୟ ଗ୍ଭହିଁଅଛ। Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”