Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ପୁରୁଣା କଥା ଅଛି, ‘ଦୁଷ୍ଟଠାରୁ ଦୁଷ୍ଟତା ବାହାରେ।’ “ମୁଁ କଦାପି ମନ୍ଦକାର୍ଯ୍ୟ କରି ନାହିଁ। ମୁଁ ଗୋଟିଏ ମନ୍ଦ ବ୍ୟକ୍ତି ନୁହେଁ। ମୁଁ ତୁମ୍ଭକୁ ଆଘାତ କରିବି ନାହିଁ।

Gade chapit la Kopi




1 ଶାମୁୟେଲ 24:13
8 Referans Kwoze  

ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ।


କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;


ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ‘ମାତା ଯେସନ, କନ୍ୟା ତେସନ।’


ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”


ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


Swiv nou:

Piblisite


Piblisite